କୋଇଲା ଉତ୍ତୋଳନରେ ଏମ୍‌ସିଏଲର ରେକର୍ଡ:ଡିସେମ୍ବର ୧୪ରେ ୬.୪୬ ଲକ୍ଷ ଟନ୍‌

ତାଳଚେର,୧୫ା୧୨(ନି.ପ୍ର.)- ମହାନଦୀ କୋଲ ଫିଲ୍ଡସ୍‌ ଲିମିଟେଡ (ଏମ୍‌ସିଏଲ)ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୧୪ ତାରିଖରେ ୬.୪୬ ଲକ୍ଷ ଟନ କୋଇଲା ଉତ୍ତୋଳନ କରି ନୂତନ ରେକର୍ଡ କରିଛି। ତାଳଚେର କୋଲଫିଲ୍ଡସରୁ ୩.୯୭,୧୩୯ ମିଲିୟନ ଟନ ଏବଂ ଇବଭାଲିରୁ ୨.୪୯.୨୬୨ ମିଲିୟନ ଟନ କୋଇଲା ଉତ୍ତୋଳନ ହୋଇଛି। ଏ ସଂକ୍ରାନ୍ତରେ ଏମସିଏଲ ଜନସମ୍ପର୍କ ଅଧିକାରୀ ଡି. ମେହେରା ଏକ ପ୍ରେସ ବିବୃତି ମାଧ୍ୟମରେ ସୂଚନା ଦେଇଛନ୍ତି। ୨୦୧୮ ଡିସେମ୍ବର ୧୪ରେ ୪ ଲକ୍ଷ ୫୮ ହଜାର ୭ ଶହ ଟନ କୋଇଲା ଉତ୍ତୋଳନ ହୋଇଥିଲା। ସେହିପରି ଚଳିତ ଡିସେମ୍ବର ୧୪ରେ ଓଭର ବର୍ଡନ ରିମୁଭାଲ ୫,୧୭,୬୨୯ କ୍ୟୁବିକ୍‌ ମିଟର ଥିବାବେଳେ ଗତ ଡିସେମ୍ବର ୧୪ରେ ଏହା ଥିଲା ୪,୭୦,୪୦୦ କ୍ୟୁବିକ ମିଟର। ଲିଙ୍ଗରାଜ ଓ ହିଙ୍ଗୁଳା କ୍ଷେତ୍ର ନିର୍ଦ୍ଧାରିତ ଲକ୍ଷ୍ୟଠାରୁ ବହୁ ଅଧିକ କୋଇଲା ଉତ୍ତୋଳନ କରିଥିବା ବିବୃତିରେ କୁହାଯାଇଛି। ଏହି ସଫଳତା ପାଇଁ ଏମସିଏଲର ସିଏମଡି ଭୋଳାନାଥ ଶୁକ୍ଳା ସମସ୍ତ ଅଧିକାରୀ, କର୍ମଚାରୀ ଓ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି ା କଠିନ ପରିଶ୍ରମ ଯୋଗୁ ଏହା ସମ୍ଭବ ହୋଇ ପାରିଛି ଓ ଆଗାମୀ ଦିନରେ ଏମସିଏଲ ଅଧିକ ସଫଳତା ହାସଲ କରି ପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri