କୋଇଲା ଟ୍ରକ ଜବତ, ଡ୍ରାଇଭର ଗିରଫ

ଭୁବନ, ୧୪।୯(ଡି.ଏନ.ଏ.)-କୋଇଲା ଚୋରା ଚାଲାଣ ବେଳେ ଭୁବନ ପୋଲିସ ଏକ ଟ୍ରକ୍‌କୁ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଉକ୍ତ ଟ୍ରକ୍‌ର ନମ୍ବର ନକଲି ବୋଲି ଜଣାପଡ଼ିଛି। ଚାଳକ ଢେଙ୍କାନାଳ ସଦର ଥାନା ବାରଦା ଗ୍ରାମର ଗଜେନ୍ଦ୍ର ବରାଳ (୨୯)ଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଉକ୍ତ ଟ୍ରକ୍‌ଟି ତାଳଚେରରୁ ବାଲେଶ୍ୱର ଇମାମି କମ୍ପାନୀକୁ ଯାଉଥିଲା। ଗାଡ଼ିଟିର ପ୍ରକୃତ ନମ୍ବର ଓଆର୍‌ ୧୯ ଏନ୍‌ ୪୮୩୪ ହୋଇଥିବାବେଳେ ଏହାର ନମ୍ବର ପ୍ଲେଟ୍‌ରେ ଓଆର ୦୬ ଜି ୪୧୧୯ ଦର୍ଶାଯାଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ଘଟଣାର ଖୋଳତାଡ଼ କରାଯାଉଥିବା ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?