କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ ବାହାରୁଥିବା ଦେଖି ଷ୍ଟେସନମାଷ୍ଟର ତାହାକୁ ଅଟକାଇଥିଲେ। ପରେ କୋଲନରା ଓ ରାୟଗଡ଼ା ଅଗ୍ନିଶମ ବାହିନୀଙ୍କୁ ଖବର ଦିଆଯାଇଥିଲା। ମୋଟ ୧୨ଟି ବଗିରେ ନିଆଁ ଲାଗିଥିଲା। ଅଗ୍ନିଶମ ବାହିନୀ କର୍ମଚାରୀ ସେଠାରେ ପହଞ୍ଚତ୍ ୫ଘଣ୍ଟା ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?