କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସରଣ୍ଡା,୨୩।୧୧(ଡି.ଏନ୍‌.ଏ.): ସମ୍ବଲପୁର-ବଲାଙ୍ଗୀର ରେଳପଥର ବରଗଡ଼ ଜିଲା ଗୋଡ଼ଭାଗା ଷ୍ଟେଶନରେ ଶନିବାର ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ବଗିରେ ନିଆଁ ଲାଗିଯାଇଛି। ସମ୍ବଲପୁର ଡିଭିଜନ୍‌ରୁ ବିଜୟଓ୍ବାଡା ଯାଉଥିବା ଏହି ଟ୍ରେନ୍‌ରେ ନିଆଁ ଲାଗିଥିବା ଖବର ପାଇ ଗୋଡ଼ଭାଗା ଷ୍ଟେଶନ ମାଷ୍ଟର ଆଶିଷ ବିଶ୍ୱାଳ ଏହାକୁ ଅଟକାଇ ବୁର୍ଲା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ ବିଦ୍ୟୁତ ସଂଯୋଗ କଟାଯାଇ ପାରି ନ ଥିବାରୁ ୩ ଘଣ୍ଟା ପରେ ଉଚ୍ଚ କର୍ତ୍ତୃପକ୍ଷ ପହଞ୍ଚି କରେଣ୍ଟ ବିଚ୍ଛିନ୍ନ କରିବା ପରେ ନିଆଁକୁ ଆୟତ୍ତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?