କୋଇଲିସାହିରେ ଅଗ୍ନିକାଣ୍ଡ

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିଆ ପଞ୍ଚାୟତ ଅନ୍ତର୍ଗତ କୋଇଲିସାହି ଗ୍ରାମରେ ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଶତ୍ରୁଘ୍ନ ବାରିକଙ୍କ ସେଲୋ ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ସେଲୋ ଘରେ ଥିବା ପାଇପ୍‌, ମୋଟର, ପ୍ଲାଷ୍ଟର ସମେତ ବହୁ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ବାଲେଶ୍ୱର ଦମକଳ ବାହିନୀ ଖବର ପାଇ ପହଞ୍ଚତ୍ବା ବେଳକୁ ସବୁ ପୋଡ଼ି ଛାରଖାର ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri