କୋକେନ୍‌ ପାଇଁ ମଝି ଆକଶରେ ମୃତ୍ୟୁ

ମେକ୍ସିକୋ ସିଟି,୨୮।୫: ଜାପାନର ଜଣେ ୪୨ ବର୍ଷୀୟ ଯୁବକ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରେ ୨୪୬ ପ୍ୟାକେଟ କୋକେନ୍‌ ନେଇ ବିମାନ ଯାତ୍ରା କରୁଥିବା ବେଳେ ମଝି ଆକାଶରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉକ୍ତ ବିମାନଟି ବୋଗୋଟାରୁ ଟୋକିଓ ଯାତ୍ରା କରୁଥିବା ବେଳେ ଉଡୋ ଏନ୍‌ ନାମକ ଯୁବକ ଶରୀରରେ ଯନ୍ତ୍ରଣା ଅନୁଭବ କରିଥିଲେ। ଫଳରେ ବିମାନଟିର ଜରୁରୀ ଅବତରଣ କରାଯାଇଥିଲା। ତେବେ ବିମାନଟି ଅବତରଣ କରିବା ପରେ ଡାକ୍ତରି ଟିମ୍‌ ତାଙ୍କୁ ଚିକିତ୍ସା କରିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଏହାସହ ତାଙ୍କ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରୁ ପାଖାପାଖି ୨.୫ ସେଣ୍ଟିମିଟର ଲମ୍ବର ୨୪୬ ପ୍ୟାକେଟ୍‌ କୋକେନ୍‌ ବାହାରି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri