କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର ମୁନ୍ନାର ସହରକୁ ଛୁଟି କଟାଇବା ପାଇଁ ଆସିଥିଲେ। ବ୍ରିଟେନ ଯାତ୍ରୀ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଥିଲା।
କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର ମୁନ୍ନାର ସହରକୁ ଛୁଟି କଟାଇବା ପାଇଁ ଆସିଥିଲେ। ବ୍ରିଟେନ ଯାତ୍ରୀ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଥିଲା।
ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…
ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…
ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…
ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…
ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…
ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…