Categories: ଜାତୀୟ

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର ମୁନ୍ନାର ସହରକୁ ଛୁଟି କଟାଇବା ପାଇଁ ଆସିଥିଲେ। ବ୍ରିଟେନ ଯାତ୍ରୀ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଥିଲା।

Share