କୋଟଗଡ଼ ବ୍ଲକରେ ବିଦ୍ୟୁତ୍‌, ଫୋନ ସେବା ବଚ୍ଛିନ୍ନ

କୋଟଗଡ଼, ୮।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଲଗାଣ ବର୍ଷା ଯୋଗୁ ବିଗତ ୫ଦିନ ହେବ ବିଦ୍ୟୁତ୍‌ ଓ ଫୋନ ସେବା ବିଚ୍ଛିନ୍ନ ହୋଇପଡିଛି। ଫଳରେ ୧୫ ପଞ୍ଚାୟତ ଲୋକେ ଅନ୍ଧାରରେ ରାତି ବିତାଇବା ସହ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବିଦ୍ୟୁତ୍‌ ଓ ଫୋନ ନ ଥିବା ଯୋଗୁ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ କାମ ଏକପ୍ରକାର ବାଧାପ୍ରାପ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri