କୋଟଗଡ,୩ା୧(ଡି.ଏନ.ଏ.) – କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର ପ୍ରଥମ ବୁଧବାର ପ୍ରତିଷେଧକ ଟିକା ଦେବା ପାଇଁ ନିୟମ ରହିଛି। ମାତ୍ର ଏଠାରେ ତାହାକୁ ଅବମାନନା କରିଛନ୍ତି ଡାକ୍ତରଖାନା କର୍ତ୍ତୃପକ୍ଷ। ଫଳରେ ଶିଶୁ ଓ ଗର୍ଭବତୀ ପ୍ରତିଷେଧକ ଟୀକା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ପ୍ରତ୍ୟେକ ମାସର ପ୍ରଥମ ବୁଧବାର ଟୀକାକରଣ କରାଯାଉଥିବାରୁ ଟିକା ନ ପାଇ ଦୂରଦୂରାନ୍ତରୁ ଆସିଥିବା ବହୁ ମହିଳା ନିରାଶରେ ଫେରିଥିଲେ। ଏଭଳି ଏକ ଜାତୀୟ କାର୍ଯ୍ୟକ୍ରମକୁ କିଭଳି ବନ୍ଦ କରାଗଲା ବୋଲି ପ୍ରଶ୍ନ କରିଛନ୍ତି ଅଞ୍ଚଳବାସୀ। ଏନେଇ କୋଟଗଡ ଏଏନ୍ଏମ ମଧୁସ୍ମିତା ନାୟକଙ୍କୁ ପଚାରିବାରୁ ନୂତନବର୍ଷ ଥିବା ଯୋଗୁ ଟୀକାକରଣ କରାଯାଇପାରି ନ ଥିବା ପ୍ରକାଶ କରିଛନ୍ତି।
ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...
ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ
ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...
ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା
ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...
ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...
୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ: ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...
ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର
ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...
ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର
ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...
ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର: ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…
ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...
Archives


