କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)-
କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର ଚନ୍ଦ୍ରଶେଖର ମାଝି ୨୭୩୫ ଭୋଟ ପାଇଛନ୍ତି। ଭାଜପାକୁ ୧୦୭୬, ବିଏସ୍‌ପିକୁ ୧୮୭, ସ୍ବାଧୀନ ପ୍ରାର୍ଥୀଙ୍କୁ ୧୦୧ ଏବଂ ନୋଟାରେ ୮୭ଟି ଭୋଟ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri