କୋଟିଆ ସୀମାରେ ବାଘ ଆତଙ୍କ

କୋରାପୁଟ,୧୮/୯(ସ୍ବ.ପ୍ର): କୋରାପୁଟ ଜିଲାର କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ପାହାଡ ଅଞ୍ଚଳରେ ଗତ କିଛି ଦିନ ହେଲା ଏକ ମହାବଳ ବାଘ ବୁଲୁଥିବା ନେଇ ଜିଲାରକୋଟିଆ ପଞ୍ଚାୟତ ଅଞ୍ଚଳରେ ଆତଙ୍କ ଖେଳାଯାଇଛି। କୋଟିଆ ସୀମାନ୍ତ ହର ମାଣ୍ଡିଙ୍ଗି, ଫଗୁଣ ସିନେରୀ ଓ ଫାଟୁ ସିନେରୀ ସମେତ ଆନ୍ଧ୍ର ଅଞ୍ଚଳରେ ଏହି ମହାବଳ ବାଘ ବୁଲୁଥିବା କୁହାଯାଉଛି। ଆନ୍ଧ୍ରର ଅଞ୍ଚଳରେ ଏହି ବାଘଟି ଦୁଇଟି ଗାଈକୁ ମାରି ଦେଇଥିବା ବନ ବିଭାଗ ଅଧିକାରୀ କହିଛନ୍ତି। ବର୍ତ୍ତମାନ ଆନ୍ଧ୍ରର ନନ୍ଦା ହାଟ ଅଞ୍ଚଳରେ ଏହି ମହାବଳ ବାଘ ରହିଥିବା ଆନ୍ଧ୍ର ବନ ବିଭାଗ ପକ୍ଷରୁ ଜଣାଯାଇଛି ା ନନ୍ଦାହାଟ ଅଞ୍ଚଳର କୋଟିଆ ପଞ୍ଚାୟତର ଫାଟୁସିନେରୀଠାରୁ ଅଳ୍ପ ଦୁରରେ ଥିବାରୁ କୌଣସି ସମୟରେ ଏହା ଓଡିଶାର କୋଟିଆ ପଞ୍ଚାୟତ ଅଞ୍ଚଳରେ ପ୍ରବେଶ କରିବ ସେଥିନେଇ ବର୍ତ୍ତମାନ କୋଟିଆର ଫାଟୁ ସିନେରୀ, ଫଗୁଣ ସିନେରୀ, ହର ମାଣ୍ଡିଙ୍ଗି ଅଚଂଳରେ ଲୋକମାନେ ଭୟରେ ରହିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri