କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ

ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା ପୋଲିସ ମଧୁସ୍ମିତାଙ୍କୁ ମଙ୍ଗଳବାର କୋର୍ଟ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁ ପ୍ରସାଦ ପତି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ମଧୁସ୍ମିତା ନିଜକୁ ସେଣ୍ଟ୍ରାଲ ଇଲେକ୍ଟ୍ରିକାଲ ଅଥରିଟିର ସେ ଓଡିଶା ମୁଖ୍ୟ ବୋଲି ପରିଚୟ ଦେଇ ଅଧିକାଂଶ ଲୋକଙ୍କୁ ସେଠାରେ କାମ କରାଇଦେବା ନଁାରେ ୧ କୋଟି ୧୭ ଲକ୍ଷ ଟଙ୍କା ଠକେଇ କରିଥିଲେ। ତ୍ରିପୁୁରା ପ୍ରସାଦ ରଥଙ୍କ ସମେତ ୧୫ ଜଣ ଲୋକଙ୍କଠାରୁ ଯୁବତୀ ଜଣକ ଏହି ଟଙ୍କା ଠକି ନେଇଥିଲେ। ଏନେଇ ତ୍ରିିପୁରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଅନୁସନ୍ଧାନ କରି ମଙ୍ଗଳବାର ମଧୁସ୍ମିତାଙ୍କୁ ଗିରଫ କରିଥିଲା। ଏହି ରାକେଟରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେନେଇ ପୋଲିସ ଏବେ ଖୋଳତାଡ ଚଳାଇଛି ବୋଲି ଏସ୍‌ଡ଼ିପିଓ ପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ…

ବନ୍ଦ ହେବ ଯୁଦ୍ଧ! ‘ସାମରିକ ଅଭିଯାନକୁ ହ୍ରାସ କରିବ ଆମେରିକା’ – ମଧ୍ୟପ୍ରାଚ୍ୟରେ ଜାରି ଉତ୍ତେଜନା ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି

ଓ୍ବାଶିଂଟନ,୨୧।୩: ଶନିବାର ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୨୨ ତମ ଦିନ। ସଂଘର୍ଷ ଚତୁର୍ଥ ସପ୍ତାହରେ ପ୍ରବେଶ କରିବା ସତ୍ତ୍ୱେ, ପରିସ୍ଥିତି ଅସ୍ଥିର ରହିଛି। ଉଭୟ ପକ୍ଷ ଡ୍ରୋନ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri