କୋଣାର୍କକୁ ମିଳିଲା ‘ଆଇକନିକ୍‌ ପର୍ଯ୍ୟଟନସ୍ଥଳୀ’ ମାନ୍ୟତା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଇକନିକ ପର୍ଯ୍ୟଟନସ୍ଥଳୀ ତାଲିକାରେ ସ୍ଥାନ ପାଇଲା ଓଡ଼ିଶା। କୋଣାର୍କକୁ ଏହି ମାନ୍ୟତା ମିଳିଲା । ମଙ୍ଗଳବାର ରାଜ୍ୟ ସଭାରେ ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ସ୍ପଷ୍ଟ କରିଛନ୍ତି। ବିଜେଡି ଏମ୍‌ପି ସସ୍ମିତ ପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ଏହା କହିଥିବା ସୂଚନା ମିଳିଛି। ଏହାଫଳରେ ଆଇକନିକ ପର୍ଯ୍ୟଟନ କ୍ଷେତ୍ର ସଂଖ୍ୟା ୧୭ରୁ ୧୯କୁ ବୃଦ୍ଧି ପାଇଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।
ତେବେ ପୂର୍ବରୁ କେନ୍ଦ୍ର ସରକାର ୧୭ଟି ଆଇକନିକ୍‌ ପର୍ଯ୍ୟଟନସ୍ଥଳୀର ତାଲିକା ପ୍ରକାଶ କରିଥିଲେ। ଏଥିରେ ଓଡ଼ିଶାର ଗୋଟିଏ ବି ସ୍ଥାନ ନ ଥିଲା। ଏହାକୁ ନେଇ ରାଜ୍ୟକୁ ଅବହେଳା କରାଯାଇଥିବା କୁହାଯାଉଥିଲା। ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ତାହା ହସ୍ତଗତ ହୋଇଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri