Posted inଖେଳ

କୋଣ୍ଟା ପ୍ରଥମ ବ୍ରିଟିଶ ମହିଳା

ପ୍ୟାରିସ,୧।୬(ଏଏଫ୍‌ପି)- ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ୪ର୍ଥ ରାଉଣ୍ଡରେ ପ୍ରବେଶ କରିିଛନ୍ତି। ଦୀର୍ଘ ୩୬ ବର୍ଷ ମଧ୍ୟରେ ସେ ପ୍ରଥମ ବ୍ରିଟିଶ ମହିଳା ଭାବେ ଫ୍ରେଞ୍ଚ ଓପନ ଟୁର୍ନାମେଣ୍ଟର ପ୍ରି କ୍ୱାର୍ଟର ଫାଇନାଲକୁ ଉନ୍ନତି ହୋଇଛନ୍ତି। ସେ ଭିକ୍ଟୋରିଆ କୁଜମୋଭାଙ୍କୁ ୬-୨, ୬-୧ ସେଟ୍‌ରେ ହରାଇ ଏହି ସଫଳତା ପାଇଛନ୍ତି। ୨୬ତମ ସିଡ୍‌ କୋଣ୍ଟା କ୍ୱାର୍ଟର ଫାଇନାଲରେ ସ୍ଥାନ ହାସଲ କରିବା ପାଇଁ କ୍ରୋଏସିଆର ଡୋନ୍ନା ଭେକିଙ୍କ ସହ ମୁକାବିଲା କରିବେ। କୋଣ୍ଟାଙ୍କ ପୂର୍ବରୁ ଆନ୍ନେ ହବସ ଓ ଜୋ ଡୁରି ୧୯୮୩ ଫ୍ରେଞ୍ଚ ଓପନରେ ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri