କୋଭିଡ୍‌ କିଟ୍‌ ବିବାଦ ପ୍ରସଙ୍ଗ: ସ୍ବାସ୍ଥ୍ୟମନ୍ତ୍ରୀ କହିଲେ କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍‌

ଭୁବନେଶ୍ୱର,୭।୬(ବ୍ୟୁରୋ):  ରାଜ୍ୟରେ କରୋନା ମୁକାବିଲା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ (ପିପିଇ), ଭେଣ୍ଟିଲେଟର, ମାସ୍କ ଆଦି ବିଭିନ୍ନ କୋଭିଡ୍‌ କିଟ୍‌ କିଣାକୁ ନେଇ ବିବାଦ ଉପୁଜିଥିବାବେଳେ ବିରୋଧୀମାନେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ମଗାଇଥିବା କିଟ୍‌ ନ ରଖିବା ଓ ରାତାରାତି ମାସ୍କ ଦର ବଦଳିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ପ୍ରଥମେ ୧୦ଟଙ୍କାରେ ମାସ୍କ କିଣିବା ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଥିଲା। ହେଲେ ପରବର୍ତ୍ତୀ ସମୟରେ ୧୬ ଟଙ୍କାରେ ମାସ୍କ କିଣିବାକୁ କୁହାଗଲା। ମାର୍ଚ୍ଚ ୨୪ରେ କେନ୍ଦ୍ରର ନିର୍ଦ୍ଦେଶ ଆସିବା ପରେ ମାସ୍କ କିଣା ଯାଇଥିବା ସେ କହିଛନ୍ତି। ରାଜ୍ୟ ସରକାର ମାସ୍କ କିଣାରେ ମହାଘୋଟାଲା କରିଥିବା ବିରୋଧୀଙ୍କ ଅଭିଯୋଗ ଉପରେ ମତ ରଖି ଦାସ କହିଥିଲେ, ସରକାର କେବେ ବି କୌଣସି ଦୁର୍ନୀତିକୁ ପ୍ରଶ୍ରୟ ଦିଅନ୍ତିନାହିଁ। ତେଣୁ ଏଭଳି ଏକ ସମ୍ବେଦନଶୀଳ ସମୟରେ କରୋନା ଯୋଦ୍ଧାଙ୍କ ମନୋବଳ ନ ଭାଙ୍ଗିବାକୁ ସେ କହିଛନ୍ତି। ରାଜ୍ୟ ସରକାର ଯାହା ବି କରିଛନ୍ତି, ସବୁକ୍ଷେତ୍ରରେ କେନ୍ଦ୍ରର ଗାଇଡ୍‌ଲାଇନକୁ ଅନୁକରଣ କରିଛନ୍ତି। ଡାକ୍ତର, ମେଡିକାଲ ଷ୍ଟାଫ୍‌, ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ଆଜି ଗର୍ବିତ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri