କୋଭିଡ୍‌ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର

ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍‌ଲାଇନ୍‌ରେ ସେ ଏହି ଅର୍ଥ ଟ୍ରାଜ୍ଞାକ୍‌ସନ୍‌ କରିଛନ୍ତି। କରୋନା ମହାମାରୀର ମୁକାବିଲା ପାଇଁ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପିକା ଅଧ୍ୟାପକ ଓ ସରକାରୀ କର୍ମଚାରୀ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବା ସହ ବିପର୍ଯ୍ୟୟ ପରିଚାଳନା ପାଇଁ ସରକାରଙ୍କୁ ପ୍ରତିଟି କ୍ଷେତ୍ରରେ ସହଯୋଗ କରିବାକୁ ସେ ଅନୁରୋଧ କରିବା ସହ ଲକ୍‌ଡାଉନ୍‌ କଟକଣାକୁ ମାନି ସରକାରଙ୍କ ନୀତି ନିର୍ଦ୍ଦେଶାବଳୀକୁ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?