କୋଭିଡ୍‌ ଫଣ୍ଡକୁ ସହାୟତା

ରାଇକିଆ,୧୧ ।୪(ଡି.ଏନ୍‌.ଏ.)- ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ସହାୟତାର ସୁଅ ଛୁଟୁଛି। ଏଥିପାଇଁ ରାଇକିଆ ବ୍ଲକର ମଧ୍ୟ ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ ସହାୟତାର ହାତ ବଢ଼ାଇଛନ୍ତି । ରାଇକିଆ ବଣିକ ସଂଘ, ନାଗରିକ ମଞ୍ଚ, ବାପ୍ଟିଷ୍ଟ ଚର୍ଚ୍ଚ, କ୍ୟାଥଲିକ ଚର୍ଚ୍ଚ, ସଞ୍ଜୀବନୀ ସ୍ବୟଂ ସହାୟକ ଗୋଷ୍ଠୀ, ନବରତ୍ନ ଗ୍ୟାସ ବିତରକ, ସ୍ବାତୀ ସଙ୍ଗଠନ ଏବଂ ବ୍ୟକ୍ତିଗତ ଭାବେ ବିଭିନ୍ନ ପ୍ରତିଷ୍ଠିତ ବ୍ୟକ୍ତି ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଡ଼ିଓଙ୍କ ଜରିଆରେ ଆର୍ଥତ୍କ ସହାୟତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri