କୋଭିଡ୍‌ ଫଣ୍ଡକୁ ୨ ଲକ୍ଷ ଦେଲା ବିଡେକା

ଭଞ୍ଜନଗର,୩।୪(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଭଞ୍ଜନଗର ଜଳସମ୍ପଦ ନିର୍ବାହୀଯନ୍ତ୍ରୀ ତଥା ବିଡେକା ସଭାପତି ଇଂ.ନିହାର ରଞ୍ଜନ ସାମନ୍ତରାୟ ଉକ୍ତ ଚେକ୍‌ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କୁ ପ୍ରଦାନ କରିଛନ୍ତି । ଏହି ସମୟରେ ସହକାରୀ ନିର୍ବାହୀଯନ୍ତ୍ରୀ ସୁମା ପ୍ରଧାନ ଉପସ୍ଥିତ ଥିଲେ । ଅନ୍ୟପକ୍ଷରେ ଗତ କିଛିଦିନ ହେଲା ବିଡେକା ପକ୍ଷରୁ ଭଞ୍ଜନଗର ସହରରେ ଗରିବ ଲୋକଙ୍କୁ ଏନ୍‌ଏସି ମାଧ୍ୟମରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri