କୋଭିଡ୍‌ ମେଡିକାଲ ଡାକ୍ତରଙ୍କ ନମୁନା ପଜିଟିଭ

ଅନୁଗୋଳ ଅଫିସ, ୫।୬- ଅନୁଗୋଳ ଜିଲା ତାଳଚେର କୋଭିଡ୍‌ ମେଡିକାଲରେ କାର୍ଯ୍ୟରତ ଜଣେ ୩୫ ବର୍ଷୀୟ ଡାକ୍ତରଙ୍କ ନମୁନା କରୋନା ପଜିଟିଭ ବାହାରିଛି। ତାଙ୍କୁ ଭୁବନେଶ୍ୱର ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନ୍ତାନ୍ତର କରାଯାଇଛି। ତେବେ ପ୍ରଥମ ଥର ପାଇଁ ଜିଲାରେ କୋଭିଡ ଯୋଦ୍ଧା ଭାବେ କାର୍ଯ୍ୟ କରୁଥିବା ଜଣେ ଡାକ୍ତରଙ୍କ ନମୁନା ପଜିଟିଭ ବାହାରିଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ଅନୁଗୋଳ ସ୍ଥିତ କୋଭଡ କେୟାର ସେଣ୍ଟରରେ ନିରୀକ୍ଷଣ ପାଇଁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri