କୋଭିଡ୍‌ ଯୋଦ୍ଧାଙ୍କୁ ସାଧୁବାଦ

ବିଜେପୁର,୧୯ା୪(ଡି.ଏନ୍‌.ଏ.): କୋଭିଡ୍‌-୧୯କୁ ପ୍ରତିହତ କରିବାକୁ ଡାକ୍ତର, ନର୍ସ, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ ନିଜ ଜୀବନକୁ ବାଜି ଲଗାଇ ଦିନରାତି କର୍ମ ସଂପାଦନ କରୁଛନ୍ତି। ତେଣୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ କ୍ରମେ ବରଗଡ଼ ଜିଲା ବିଜେପୁର ଭାଜପା ପକ୍ଷରୁ ରବିବାର ସଂପୃକ୍ତ କର୍ମଚାରୀମାନଙ୍କୁ ସାଧୁବାଦ ଜଣାଇ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ଉକ୍ତ ପ୍ରଂଶସାପତ୍ର ପ୍ରଦାନବେଳେ ଭାଜପା କର୍ମୀ ଓ ନେତାମାନେ ମାସ୍କ ଲଗାଇବା ସହ ସାମାଜିକ ଦୂରତ୍ୱ ରକ୍ଷା କରିଥିଲେ। ସନତ କୁମାର ଗଡ଼ତିୟା, ହଳପାଣି ମାଝିଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

କାନପୁର ପ୍ରକଳ୍ପର କପର ଡ୍ୟାମ୍‌ ଭାଙ୍ଗିଲା: ତଳିଆ ଅଞ୍ଚଳକୁ ସତର୍କ ସୂଚନା

ଯୋଡ଼ା/ ଚମ୍ପୁଆ, ୧ା୮(ମାନସ ମହାନ୍ତି/ମହେଶ୍ୱର ଦାସ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ କାନପୁର ପ୍ରକଳ୍ପର ଅସ୍ଥାୟୀ ମାଟିବନ୍ଧ ବା କପର ଡ୍ୟାମ୍‌ଟି ଲଗାଣ ବର୍ଷା ଫଳରେ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri