କୋଭିଡ୍‌-୧୯ ଆଇନ ଉଲ୍ଲଂଘନ, ୮ ଗିରଫ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯ ଉଲ୍ଲଂଘନ ନେଇ ସଦର ଥାନା ପୋଲିସ ୮ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କାଇପଦର ଅଞ୍ଚଳର ସତ୍ୟରଞ୍ଜନ ସାହୁ(୨୧), ଟୁକୁନା ରାଉତରାୟ(୪୫), ଆଲାଉଦ୍ଦିନ(୪୮) ଓ ବାବୁ ପାତ୍ର, ଦେଇଳପୁଟର ସତ୍ୟବାନ ପାଲଟାସିଂ(୩୦) ଏବଂ ସିଆଲିଆର ସଞ୍ଜୟ କାଳିଆ(୨୯), ଜିତେନ୍ଦ୍ର ସାମନ୍ତରାୟ(୫୩) ଓ ତପନ ପାତ୍ର(୨୬)। ଏ ନେଇ ଥାନାରେ ପୃଥକ ଭାବେ ଆଇପିସି ଦଫା ୧୮୮/୨୬୯/୨୭୦/୩୪ କେଶ ନଂ୬୩/୬୪/୬୫ ରେ ମାମଲା ରୁଜୁ ହୋଇଛି ବୋଲି ସଦର ଥାନାଧିକାରୀ ଅନିତା ସାହୁ କହିଛନ୍ତି। ଗିରଫ ଅଭିଯୁକ୍ତମାନେ କୋଭିଡ-୧୯ ଆଇନକୁ ଉଲ୍ଲଂଘନ କରି ଚାହା ଓ ପାନ ଦୋକାନ ଖୋଲି ବେପାର କରୁଥିବା ଅଭିଯୋଗରେ ଗିରଫ କରାଯାଇଥିବା ଥାନାଧିକାରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri