Posted inଖେଳ

କୋଭିଡ୍‌-୧୯: ଫୁଟବଲ୍‌ ସେସନ ସସ୍‌ପେଣ୍ଡ କଲା ତାଜିକ୍‌ସ୍ତାନ

ଡୁସାନ୍‌ବେ,୨୬।୪ (ପି.ଟି.): କେନ୍ଦ୍ରଏସୀୟ ଦେଶ ତାଜିକସ୍ତାନ ଶେଷରେ କୋଭିଡ୍‌-୧୯ ମହାମାରୀ କାରଣରୁ ତା’ର ଫୁଟବଲ ସେସନକୁ ସସ୍‌ପେଣ୍ଡ କରିଛି। ବିଶ୍ୱର କେତୋଟି ହାତଗଣତି ଦେଶ ମଧ୍ୟ ତାଜିକ୍‌ସ୍ତାନ ସାମିଲ ଥିଲା ଓ ଏହି ମହାମାରୀ ସତ୍ତ୍ୱେ ଫୁଟବଲ ସେସନ୍‌ ଜାରି ରଖିବ ବୋଲି ଦୃଢତାର ସହ କହିଥିଲା। ତେବେ ଶେଷରେ ତାଜିକ୍‌ସ୍ତାନକୁ ଏହି ମହାମାରୀ ଆଗରେ ମୁଣ୍ଡ ନୁଅଁାଇବାକୁ ପଡିଛି। ରବିବାର ସବୁପ୍ରକାର ଫୁଟବଲ ମ୍ୟାଚ୍‌କୁ ଏହି ଦେଶ୍‌ରେ ସସ୍‌ପେଣ୍ଡ କରାଯାଇଛି। ଏହି ମହାମାରୀକୁ ରୋକିବା ପାଇଁ ତାଜିକସ୍ତାନ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କୁହାଯାଇଛି। ସୋମବାରଠାରୁ ଏହି ସସ୍‌ପେନଶନ ଆରମ୍ଭ ହେବ ବୋଲି ତାଜିକ୍‌ ଫୁଟବଲ ଫେଡେରେଶନ ତରଫରୁ କୁହାଯାଇଛି। ଫଳରେ ରବିବାର ଖେଳାଯିବାକୁ ଥିବା ମ୍ୟାଚ୍‌ଗୁଡିକ ବିନା ଦର୍ଶକରେ ଖେଳାଯିବ। ଚାଇନାର ପଡୋଶୀ ଦେଶ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଜିକ୍‌ସ୍ତାନରେ କୌଣସ କରୋନା ଭାଇରସ ସଂକ୍ରମଣ ଦେଖିବାକୁ ମିଳିନାହିଁ। ଦେଶରେ ଏବେ ଦୁଇ ସପ୍ତାହ ପାଇଁ ସ୍କୁଲକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri