କୋଭିଡ ଫଣ୍ଡ କୁ ୧.୧୧ଲକ୍ଷ ପ୍ରଦାନ

ଛତ୍ରପୁର,୩୦ା୩(ଡି.ଏନ୍‌.ଏ.)- ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌ ଫଣ୍ଡ)କୁ ଛତ୍ରପୁରର ବ୍ୟବସାୟୀ ଡମ୍ବୁରୁଧର ସାହୁଙ୍କ ପରିବାର ପକ୍ଷରୁ ୧ଲକ୍ଷ ୧୧ହଜାର ୧୧୧ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଛତ୍ରପୁରଠାରେ ଉକ୍ତ ଟଙ୍କାର ଡ୍ରାଫ୍ଟକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରଯାଇଥିଲା। କରୋନା ପରିପ୍ରେକ୍ଷୀରେ ଯଥାଶକ୍ତି ଅର୍ଥ ରାଶି ଓଡିଶା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ୍‌କୁ ଡ୍ରାଫ୍ଟ ଆକାରରେ ଦେବାକୁ ଜିଲାପାଳ ଗଣାମଧ୍ୟମ ଜରିଆରେ ଗଞ୍ଜାମ ଜିଲାର ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri