କୋଭିଡ ଯୋଦ୍ଧାଙ୍କୁ ଭାଜପା ମହିଳା ମୋର୍ଚ୍ଚା ତରଫରୁ କୃତଜ୍ଞତାପତ୍ର

ରାଇକିଆ,୯ା୪(ଡି.ଏନ୍‌.ଏ.)- କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ କଟକଣା। ଦୋକାନ ବଜାର ସବୁ ବନ୍ଦ, ରାସ୍ତା ଘାଟ ଶୁନଶାନ। ଏଭଳି ପରିସ୍ଥିତିରେ ବିଭିନ୍ନ ଜରୁରୀ ବିଭାଗର ଅଧିକାରୀ, କର୍ମଚାରୀମାନେ କରୋନା ମୁକାବିଲା ପାଇଁ ଲଢୁଛନ୍ତି। ଏହି କୋଭିଡ୍‌ ଯୋଦ୍ଧାମାନଙ୍କୁ କନ୍ଧମାଳ ଭାଜପା ମହିଳା ମୋର୍ଚ୍ଚା ତରଫରୁ ଗୁରୁବାର କୃତଜ୍ଞତା ପତ୍ର ଦିଆଯିବା ସହ ଲୋକଙ୍କ ପାଇଁ ଉତ୍ସର୍ଗୀକୃତ ସେବା ପାଇଁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଭାଜପା ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଅର୍ଚ୍ଚନା ପ୍ରଧାନ ରାଇକିଆ ଥାନା, ମେଡିକାଲ, ବ୍ୟାଙ୍କ ଯାଇ ଅଧିକାରୀମାନଙ୍କୁ କୃତଜ୍ଞତା ପତ୍ର ପ୍ରଦାନ କରିଥିଲେ। ଏଥିସହ ସାସ୍ଥ୍ୟ କର୍ମୀ, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ , ସଫେଇ କର୍ମଚାରୀମାନଙ୍କୁ ମଧ୍ୟ ଏହି ପତ୍ର ପ୍ରଦାନ କରି ଉତ୍ସାହିତ କରିଥିଲେ। ପୂର୍ବରୁ ମହିଳା ମୋର୍ଚ୍ଚା ତରଫରୁ ଗାଁ ଗାଁ ବୁଲି ସାମାଜିକ ଦୂରତା ରକ୍ଷା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯିବା ସହ ମାସ୍କ ମଧ୍ୟ ବଣ୍ଟନ କରାଯାଇଥିବା ଜିଲା ମହିଳା ସଭାନେତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri