କୋଭିଡ-୧୯କୁ ହରାଇବାକୁ ଜରୁରୀ ଥିଲା ଲକ୍‌ଡାଉନ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏକ ସାମ୍ବାଦିକ ସମ୍ମିଳନୀରେ କୋଭିଡ-୧୯କୁ ହରାଇବାକୁ ଲକ୍‌ଡାଉନ ଓ ଦୂରତ୍ୱ ରକ୍ଷା କରିବା ଜରୁରୀ ଥିଲା ବୋଲି କହିଛନ୍ତି। ଯଦି ଆମେ ଉଚିତ୍‌ ସମୟରେ ଉଚିତ୍‌ ପଦକ୍ଷେପ ନେଇ ନ ଥାଆନ୍ତୁ ତେବେ ଆଜି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷରେ ପହଞ୍ଚି ଥାଆନ୍ତା ବୋଲି ସେ କହିଛନ୍ତି। ଏବେ କୋଭିଡ-୧୯ର ମୁକାବିଲା କରିବାକୁ ଦେଶରେ ପାଖାପାଖି ୫୮୬ ସ୍ବତନ୍ତ୍ର ହସ୍ପିଟାଲ ଥିବା ବେଳେ ପ୍ରାୟ ୧ ଲକ୍ଷ ଆଇସୋଲେଶନ ବେଡ ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri