କୋଭିଡ-୧୯ ପାଇଁ କଳାକାରଙ୍କୁ ମିଳିବ ୪ ମାସର ଆଗୁଆ ଭତ୍ତା

ଭୁବନେଶ୍ୱର,୮।୪(ବ୍ୟୁରୋ): କଳାକାରଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା। ଚଳିତ ମାସ ୧୫ ତାରିଖ ମଧ୍ୟରେ ୩୪୬୫୩ ଜଣ କଳାକାରଙ୍କୁ ମିଳିବ ଏହା ପ୍ରଦାନ କରାଯିବ। ମାର୍ଚ୍ଚରୁ ଜୁନ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାର ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ମୋଟ ୧୬ କୋଟି ୬୩ ଲକ୍ଷ ୩୪ହଜାର ୪୦୦ ଟଙ୍କାର ଆବଣ୍ଟନ ପତ୍ର୍ର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଜାରି କରାଯାଇଛି। ଏହି ପେନ୍‌ସନ ବାବଦରେ ମାସକୁ ୧୨୦୦ ଟଙ୍କା ହିସାବରେ ମୋଟ ୪୮୦୦ ଟଙ୍କା ଏକକାଳୀନ ମିଳିବ। ଇ-ଟ୍ରାନ୍ସଫର ଜରିଆରେ ସେମାନଙ୍କ ବ୍ୟାଙ୍କ ଜମାଖାତାକୁ ଟଙ୍କା ପଠାଇବା ଲାଗି ପଦକ୍ଷେପ ନେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri