କୋଭିଡ-୧୯ ସମୟରେ ଆନନ୍ଦପୁର ଅଞ୍ଚଳରେ ବଢ଼ୁଛି ଚୋରି ଘଟଣା

ଆନନ୍ଦପୁର,୧୩। ୬(ସ୍ବ.ପ୍ର.): କୋଭିଡ-୧୯ ସମୟରେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳରେ ଚୋରି ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ତିନି ମାସ ତଳେ ଫକୀରପୁର ଅଞ୍ଚଳରେ ଥିବା ଦୁଇଟି ଦୋକାନରୁ ଚୋରି ହୋଇଥିବା ବେଳେ ଶୁକ୍ରବାର ରାତିରେ ଆନନ୍ଦପୁର ବ୍ରିଜଛକଠାରେ ଏକ ପାନ ଦୋକାନରୁ ଚୋରି ହୋଇଥିବା ଜଣାପଡିଛି। ଦୁର୍ବୃତ୍ତମାନେ ପାନ ଦୋକାନରୁ ପାଖାପାଖି ୮ ହଜାର ଟଙ୍କାର ସାମଗ୍ରୀ ନେଇଯାଇଥିବା ବ୍ୟବସାୟୀ ଅଭିଯୋଗ କରିଛନ୍ତି। କୋଭିଡ-୧୯ ପାଇଁ ରଜ ଉତ୍ସବ ଉପଲକ୍ଷେ ନୂତନ ନିୟମ ଲାଗୁ କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି ଅନ୍ୟ ଦୋକାନଗୁଡ଼ିକ ଅପରାହ୍ନ ୨ରେ ବନ୍ଦ ରଖିବାକୁ ନିୟମ ହୋଇଛି। ଏହି କ୍ରମରେ ବ୍ୟବସାୟୀ ଜଣକ ଦିନ ୨ ଟାରେ ଦୋକାନ ବନ୍ଦ କରି ଘରକୁ ଫେରିଥିଲେ। ରାତି ପ୍ରାୟ ୯ ଟା ସମୟରେ ଦୋକାନରୁ ଚୋରି ହୋଇଥିବା ସମ୍ପର୍କରେ ସୂଚନା ମିଳିଥିଲା। ଖବରପାଇ ଆନନ୍ଦପୁର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri