Posted inଜାତୀୟ

କୋଭିଡ-୧୯: ୧୭ ହଜାର କଏଦୀଙ୍କୁ ମିଳିବ ପାରୋଲ

ମୁମ୍ବାଇ,୧୨।୫: କରୋନା ଭାଇରସ ସଂକ୍ରମଣ ଏବେ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏହାକୁ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏବେ ମହାରାଷ୍ଟ୍ରର ବିଭିନ୍ନ ଜେଲରେ ବନ୍ଦୀଥିବା ପାଖାପାଖି ୩୫,୦୦୦ କଏଦୀଙ୍କ ମଧ୍ୟରୁ ୧୭,୦୦୦ କଏଦୀଙ୍କୁ ଅସ୍ଥାୟୀ ପାରୋଲ ମିଳିବ ବୋଲି ସରକାର କହିଛନ୍ତି। ମୁମ୍ବାଇର ଅର୍ଥର ରୋଡରେ ଥିବା ଜେଲରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ କଏଦୀ କରୋନାରେ ସଂକ୍ରମିତ ହେବା ପରେ ଭିଡ କମାଇବାକୁ ଯାଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?