Posted inଜାତୀୟ

କୋମଳମତି ଶିଶୁଙ୍କ ଚିତ୍କାର ଶୁଣି ସାହାଯ୍ୟର ହାତ ବଢ଼ାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଭୋଜପୁରୀ ସୁପରଷ୍ଟାର ତଥା ଭାଜପା ଏମ୍‌ପି ରବି କିଶନ ଶୁକ୍ରବାର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ପ୍ରବଳ ବର୍ଷାରେ କିଛି ସ୍କୁଲ ପିଲାଙ୍କୁ ସାହାଯ୍ୟ କରୁଥିବା ଦେଖିବାକୁ ମିଳିଛି। ରବି କିଶନ ଫଟୋ ଶେୟାର କରିବା ସହ ଘଟଣାର ସବିଶେଷ ତଥ୍ୟ ଏକ କ୍ୟାପସନ୍‌ରେ ଲେଖିଛନ୍ତି। ସୂଚନାଯୋଗ୍ୟ, ରବି ସକାଳେ ସଂସଦ ଯାଉଥିବା ବେଳେ ରାସ୍ତାରେ କିଛି ପିଲାଙ୍କ ଚିତ୍କାର ଶୁଣିଥିଲେ। ବାହାରକୁ ଆସି ଦେଖିବା ପରେ ସ୍କୁଲ ପିଲାଙ୍କ ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବାରୁ ପ୍ରବଳ ବର୍ଷାରେ କିଛି କୋମଳମତି ଶିଶୁ ଠିଆ ହୋଇ କାନ୍ଦୁଥିବା ସେ ଦେଖିବାକୁ ପାଇଥିଲେ। ପିଲାଙ୍କର ଏପରି ଅବସ୍ଥା ଦେଖି ରବି ନିଜେ ବର୍ଷାରେ ଭିଜି ସେମାନଙ୍କୁ ସାହାଯ୍ୟର ହାତ ବଢ଼ାଇବା ସହ ପିଲାଙ୍କୁ ସୁରକ୍ଷିତ ସ୍ଥାନକୁ ନେଇଥିଲେ। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ତାଙ୍କର ଏଭଳି କାର୍ଯ୍ୟକୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri