Posted inଫୁରସତ

କୋମାରୁ ବାହାରିବା ପରେ ଯୁବକ କହିଲେ ଅଲଗା ଦେଶର ଭାଷା

ଅଷ୍ଟ୍ରେଲିଆର ଜଣେ ୨୭ ବର୍ଷୀୟ ଯୁବକ ଏକ ସଡ଼କ ଦୁର୍ଘଟଣାରେ କୋମାକୁ ଚାଲିଯାଇଥିଲେ। ଯେତେବେଳେ କୋମାରୁ ବାହାରିଲେ ସେତେବେଳେ ନିଜର ମୂଳଭାଷା ପରିବର୍ତ୍ତେ ଅଲଗା ଦେଶର ଭାଷା କହିବାକୁ ଲାଗିଲେ। ଯାହା ଶୁଣି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକ ରିପୋର୍ଟରୁ ପ୍ରକାଶ, ମେଲବର୍ଣ୍ଣ ନିବାସୀ ବେନ୍‌ ମକ୍‌ମୋହନ ୨୦୧୩ରେ ଏକ କାର୍‌ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଦୁର୍ଘଟଣା ପରେ ବେନ୍‌ କୋମାକୁ ଚାଲିଯାଇଥିଲେ। ତାଙ୍କର ମସ୍ତିଷ୍କ କିଛି କାମ କରୁ ନ ଥିଲା। ଗୋଟିଏ ସପ୍ତାହ କୋମାରେ ରହିବା ପରେ ଇଂରାଜୀ ବଦଳରେ ଚାଇନାର ମଣ୍ଡାରିନ୍‌ ଭାଷା କହିଲେ। ତାଙ୍କର ଏପରି କହିବା ଦେଖି ପରିବାର ଲୋକେ ଚକିତ ହୋଇପଡ଼ିଲେ। ବିଶେଷଜ୍ଞଙ୍କ କହିବା ଅନୁସାରେ, ଦୁର୍ଘଟଣା ପରେ ମସ୍ତିଷ୍କ ସଞ୍ଚାଳନରେ ପରିବର୍ତ୍ତନ ଘଟିଥିଲା। ତେଣୁ ଇଂରାଜୀ କହିବା କ୍ଷମତା ସେ ହରାଇ ବସିଥିଲେ। ଏକ କାର୍ଯ୍ୟକ୍ରମରେ ବେନ୍‌ ଥରେ ଚାଇନା ଯାଇଥିଲେ। ସେଠାରେ ସେ ମଣ୍ଡାରିନ୍‌ ଭାଷା ଶିଖିଥିଲେ। ଦୁର୍ଘଟଣା ପରେ ଇଂରାଜୀ ପରିବର୍ତ୍ତେ ଚାଇନା ଭାଷା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁହନ୍ତୁ ସତର୍କ! ନୂଆ ମାସ ଆରମ୍ଭରୁ ୩ ରାଶିଙ୍କ ପଛା ଛାଡିବନି ସମସ୍ୟା, ଶୁକ୍ର-ଶନିଙ୍କ ଷଡ଼ାଷ୍ଟକ ଯୋଗ ପଡିବ ଭାରି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଦୁଇ ଗ୍ରହଙ୍କ ମଧ୍ୟରେ ଗଠିତ ହେଉଥିବା ଏକ ବିଶେଷ ଯୋଗର ପ୍ରଭାବ କିଛି ରାଶିଙ୍କ ଜୀବନରେ ନକାରାତ୍ମକ ଭାବେ ପଡ଼ିପାରେ। ଏହି ସମୟରେ…

ନେପାଳ ବନ୍ୟା: ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଏବେବି ନିଖୋଜ ଅଛନ୍ତି…

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି। ବନ୍ୟାରେ ଏପର୍ଯ୍ୟନ୍ତ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ…

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri