କୋମ୍ବିଂ ଅପରେଶନ ବେଳେ ପୋଲିସ, ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

ମାଲକାନଗିରି,୨୩।୧୧: (ଡି.ଏନ୍‌.ଏ.) ବହୁଦିନର ନୀରବତା ପରେ ପୁଣି ଶନିବାର ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମାଲକାନଗିରି ସୀମାନ୍ତବର୍ତ୍ତୀ ସୁକୁମା ଜିଲା ମଦେପାରା ଥାନା ଅନ୍ତର୍ଗତ ମୁଲେର ନିକଟରେ ଡିଆର୍‌ଏଫ ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇ ଉଭୟଙ୍କ ମଧ୍ୟରେ ପ୍ରାୟ ୩ ଘଣ୍ଟା ଗୁଳି ବିନିମୟ ଚାଲିଥିଲା। ପରେ ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ସମୟରେ ଜଣେ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବନ୍ଧୁକ, ବିସ୍ଫୋରକ ସମେତ ବହୁ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଏକ ବଡ଼ଧରଣର ହିଂସା ଘଟାଇବା ପାଇଁ ମାଓବାଦୀମାନେ ଏଠାରେ ମେଳି କରିଥିବା ଏସ୍‌ପି ଲସଭ ସିହ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri