କୋରାପୁଟରେ ବାଜି ମାରିଲେ ବିଜେଡିର ରଘୁରାମ ପଡାଲ

କୋରାପୁଟ, ୨୩।୫(ସ୍ବ.ପ୍ର.)-କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ବାଜି ମାରିଛି ବିଜେଡି। କଂଗ୍ରେସର କୃଷ୍ଣ କୁଲ୍‌ଦୀପଙ୍କୁ ୬,୨୨୪ ଭୋଟରେ ହରାଇ ବିଜେଡିର ରଘୁରାମ ପଡାଲ ବିଜୟୀ ହୋଇଛନ୍ତି। ରଘୁରାମ ପଡାଲ ୪୭,୯୧୪ ଭୋଟ ପାଇଥିବାବେଳେ କୃଷ୍ଣ କୁଲଦୀପ ୪୧,୬୯୦ ଭୋଟ ପାଇଛନ୍ତି। ସେହିପରି ଭାଜପାର ତ୍ରିପୁରାରୀ ଗରଡ଼ାଙ୍କୁ ୩୩,୫୦୪, ଧନୁର୍ଯ୍ୟୟ ହନ୍ତାଳଙ୍କୁ ୧,୭୧୫, ରାମ ବାରିକ ୧,୮୧୨, ଖଗପତି ଖୋସଲା ୧,୭୦୯, ନବକିଶୋର ବାଘ ୧,୮୬୮ ଭୋଟ ପାଇଛନ୍ତି। ୩,୨୨୨ ଭୋଟ ନୋଟାକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri