କୋରାପୁଟରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଏପ୍ରିଲ ୧୪ରେ କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର। ତେବେ କୋରାପୁଟ ଜିଲା ଦଶମନ୍ତପୁରର ଆକ୍ରାନ୍ତ ଜଣେ ୨୨ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ। ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଏପ୍ରିଲ ୧୪ ତାରିଖରେ କୋଲକାତାରୁ ଫେରି କାର୍ଯ୍ୟରେ ଯୋଗଦେବକୁ ଯାଇଥିଲେ। ମାତ୍ର କୋଲକାତାରୁ ଆସିଥିବାରୁ ତାଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ତେବେ ସେ କାର୍ଯ୍ୟରେ ଯୋଗ ଦେଇ ନ ଥିଲେ। ତାଙ୍କ ନିକଟରେ କୌଣସି ଲକ୍ଷଣ ମଧ୍ୟ ଦେଖାଯାଇ ନ ଥିଲା। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ସ୍ବାସ୍ଥ୍ୟକର୍ମୀ କରୋନାରେ ଆକ୍ରାନ୍ତ ହେବା ରାଜ୍ୟରେ ପ୍ରଥମ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri