ବ୍ରହ୍ମପୁର ଅଫିସ,୧୯ା୭: ଜଣେ ବିଲ୍ଡରଙ୍କୁ ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବଶଙ୍କର ଦାସ ଓ ତାଙ୍କ ସହଯୋଗୀମାନେ ବନ୍ଧୁକ ଦେଖାଇ ୧୬ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। ଏହି ମାମଲାର ବିଚାର ଏବେ ଅତିରିକ୍ତ ଜିଲା ଦୌରାଜଜ୍-୨ ଦୀପକ କୁମାରଙ୍କ କୋର୍ଟରେ ଚାଲିଛି। ସମସ୍ତଙ୍କ ସାକ୍ଷ୍ୟ ଗ୍ରହଣ ସରିଥିବାବେଳେ ଅତିରିକ୍ତ ପିପି ଘଟଣାବେଳେ ବ୍ୟବହୃତ ହୋଇଥିବା ବନ୍ଧୁକ ଜୁଲାଇ ୧୮ରେ କୋର୍ଟରେ ଦାଖଲ କରିବା ପାଇଁ ତତ୍କାଳୀନ ତଦନ୍ତକାରୀ ଅଧିକାରୀ ତଥା ଏସ୍ଆଇ ଲକ୍ଷ୍ମଣ ସେଠୀ, ଗୋଳନ୍ଥରା ଥାନା ଅଧିକାରୀ, ବ୍ରହ୍ମପୁର ଏସ୍ପି ଓ ଡାଇରେକ୍ଟର ଅଫ୍ ପବ୍ଲିକ୍ ପ୍ରୋସିକ୍ୟୁଟରଙ୍କୁ ଚିଠି ଲେଖିଥିଲେ। ଗୁରୁବାର ଏସ୍ଆଇ ଲକ୍ଷ୍ମଣ ସେଠୀ ଅତିରିକ୍ତ ଜିଲା ଦୌରାଜଜ୍-୨ଙ୍କ ନିକଟରେ ହାଜର ହୋଇ ଘଟଣାବେଳେ ବ୍ୟବହୃତ ବନ୍ଧୁକକୁ ଦାଖଲ କରିଥିଲେ।
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…
ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...
ବାଇକ୍ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …
ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
Archives


