ବ୍ରହ୍ମପୁର ଅଫିସ,୧୯ା୭: ଜଣେ ବିଲ୍ଡରଙ୍କୁ ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବଶଙ୍କର ଦାସ ଓ ତାଙ୍କ ସହଯୋଗୀମାନେ ବନ୍ଧୁକ ଦେଖାଇ ୧୬ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। ଏହି ମାମଲାର ବିଚାର ଏବେ ଅତିରିକ୍ତ ଜିଲା ଦୌରାଜଜ୍-୨ ଦୀପକ କୁମାରଙ୍କ କୋର୍ଟରେ ଚାଲିଛି। ସମସ୍ତଙ୍କ ସାକ୍ଷ୍ୟ ଗ୍ରହଣ ସରିଥିବାବେଳେ ଅତିରିକ୍ତ ପିପି ଘଟଣାବେଳେ ବ୍ୟବହୃତ ହୋଇଥିବା ବନ୍ଧୁକ ଜୁଲାଇ ୧୮ରେ କୋର୍ଟରେ ଦାଖଲ କରିବା ପାଇଁ ତତ୍କାଳୀନ ତଦନ୍ତକାରୀ ଅଧିକାରୀ ତଥା ଏସ୍ଆଇ ଲକ୍ଷ୍ମଣ ସେଠୀ, ଗୋଳନ୍ଥରା ଥାନା ଅଧିକାରୀ, ବ୍ରହ୍ମପୁର ଏସ୍ପି ଓ ଡାଇରେକ୍ଟର ଅଫ୍ ପବ୍ଲିକ୍ ପ୍ରୋସିକ୍ୟୁଟରଙ୍କୁ ଚିଠି ଲେଖିଥିଲେ। ଗୁରୁବାର ଏସ୍ଆଇ ଲକ୍ଷ୍ମଣ ସେଠୀ ଅତିରିକ୍ତ ଜିଲା ଦୌରାଜଜ୍-୨ଙ୍କ ନିକଟରେ ହାଜର ହୋଇ ଘଟଣାବେଳେ ବ୍ୟବହୃତ ବନ୍ଧୁକକୁ ଦାଖଲ କରିଥିଲେ।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

