Posted inଜାତୀୟ

କୋର୍ଟରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୧୦।୧୦: ବିଦେଶ ଗସ୍ତରେ ଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାରତ ଫେରିବା ପରେ ଗୁଜରାଟର ସୁରଟଠାରେ ଥିବା ଏକ କୋର୍ଟରେ ମାନହାନୀ ମାମଲାରେ ହାଜର ହୋଇଛନ୍ତି। ଗତ ଲୋକ ସଭା ନିର୍ବାଚନରେ ରାହୁଲ କହିଥିଲେ, ‘ସବୁ ଚୋରଙ୍କ ନାଁ ପୂର୍ବରୁ କାହିଁକି ମୋଦି ଲେଖାଯାଇଛି।’ ଏହାକୁ ନେଇ ସୁରଟ କୋର୍ଟରେ ତାଙ୍କ ନାଁରେ ଏକ ମାନହାନୀ ମାମଲା ଦାୟର କରାଯାଇଥିଲା। ଏହାକୁ ନେଇ ସେ ଗୁରୁବାର କୋର୍ଟରେ ପହଞ୍ଚିଥିଲେ। ପ୍ରଥମେ ବିଚାରପତି ତାଙ୍କ ଉପରେ ଆସିଥିବା ଅଭିଯୋଗକୁ ପଢି ଶୁଣାଇଥିଲେ। ଆଉ ଏହା ଶୁଣିବା ପରେ ରାହୁଲ କହିଥିଲେ ସେ କିଛି ଭୁଲ କହି ନାହାଁନ୍ତି। ଏହି ମାମଲାର ପରବର୍ତ୍ତି ଶୁଣାଣି ଡିସେମ୍ବର ୧୦କୁ ଘୁଞ୍ଚାଇ ଦିଆଯାଇଛି। ରାହୁଲଙ୍କ ଓକିଲଙ୍କ ପକ୍ଷରୁ ସମୟ ମଗାଯିବାରୁ ଏହାକୁ ଡିସେମ୍ବର ୧୦କୁ ଘୁଞ୍ଚାଇ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri