Posted inଜାତୀୟ

କୋର୍ବୋଭାକ୍ସ ବୁଷ୍ଟର ଡୋଜ୍‌କୁ କେନ୍ଦ୍ରର ମଞ୍ଜୁରୀ

ନୂଆଦିଲ୍ଲୀ, ୧୦ା୮: ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କୋର୍ବେଭାକ୍ସ କୋଭିଡ୍‌ ଟିକାର ବୁଷ୍ଟର ଡୋଜ୍‌କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବୁଧବାର ମଞ୍ଜୁରୀ ଦେଇଛି। ପୂର୍ବରୁ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକା ନେଇଥିବା ସାବାଳକମାନଙ୍କୁ କୋର୍ବେଭାକ୍ସ ପ୍ରିକଶନ ଡୋଜ୍‌ ଭାବେ ଦିଆଯାଇପାରିବ। ଦ୍ୱିତୀୟ ଡୋଜ୍‌ ନେବାର ୨୬ ସପ୍ତାହ କିମ୍ବା ୬ ମାସ ପରେ କୋର୍ବୋଭାକ୍ସ ବୁଷ୍ଟର ଡୋଜ୍‌ ନେଇପାରିବେ। ଟିକାକରଣ ଉପରେ ଗଠିତ ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରି ଗ୍ରୁପ୍‌ (ଏନ୍‌ଟିଏଜିଆଇ)ର କୋଭିଡ୍‌ -୧୯ ଓ୍ବାର୍କିଂ ଗ୍ରୁପ୍‌ ଗତ ସପ୍ତାହରେ କୋର୍ବେଭାକ୍ସକୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବୁଷ୍ଟର ଡୋଜ୍‌ ଭାବେ ମଞ୍ଜୁରୀ ଲାଗି ସୁପାରିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନବୀସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri