କୋଲେଷ୍ଟରଲକୁ ନିୟନ୍ତ୍ରଣରେ ରଖେ ଅଖରୋଟ

ଅଖରୋଟ ଆମ ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା କୋଲେଷ୍ଟରଲକୁ ଅନେକାଂଶରେ ନିୟନ୍ତ୍ରଣରେ ରଖିଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଉକ୍ତ ତତ୍ତ୍ୱଟି ହେଲା ଓମେଗା-୩ ଫ୍ୟାଟି ଏସିଡ୍‌। ଏହା ଖରାପ କୋଲେଷ୍ଟରଲକୁ ନଷ୍ଟ କରିବାରେ ସହାୟକ ହୋଇଥାଏ। ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଷ୍ଟ୍ରୋକ୍‌ ଏବଂ ହୃତ୍‌ପିଣ୍ଡ ସମସ୍ୟାରୁ ଅନେକାଂଶରେ ଦୂରେଇ ରଖିଥାଏ। ଧମନୀରେ ରକ୍ତ ଅବରୋଧକୁ ମଧ୍ୟ ଏହା ସଫା କରିଥାଏ। ଅଖରୋଟ୍‌ରେ ମଧ୍ୟ ଆଣ୍ଟିଅକ୍ସିଡାଣ୍ଟ ତତ୍ତ୍ୱ ରହିଛି, ଯାହା ଆଜ୍‌ମା, ଏକ୍‌ଜିମା ଏବଂ ଆଣ୍ଠୁଗଣ୍ଠି ସମସ୍ୟାରୁ ଉପଶମ ଦେଇଥାଏ। ଏହାବ୍ୟତୀତ ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରେ ଅଖରୋଟ। ଭିଟାମିନ୍‌-ଇ କମ୍ପ୍ଲେକ୍ସର ପ୍ରମୁଖ ଉତ୍ସ ହେଉଛି ଅଖରୋଟ, ଯାହା ଗର୍ଭବତୀଙ୍କ ପାଇଁ ବେଶ୍‌ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri