କୋଲେଷ୍ଟରଲ୍‌ସ୍ତର କମାଏ ଏହି ଜୁସ୍‌…

ଗହମ ଗଛରୁ ପ୍ରସ୍ତୁତ ଜୁସ୍‌ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ କ୍ଲୋରୋଫିଲ୍‌ ରହିଥାଏ। ରକ୍ତହୀନତା ରୋଗୀ ଏହାକୁ ନିୟମିତ ପାନ କଲେ ଶରୀରରେ ରକ୍ତର ପରିମାଣ ବଢ଼ିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। କ୍ଲୋରୋଫିଲ୍‌ ଏବଂ ମଣିଷ ରକ୍ତର ସଂରଚନାରେ ବିଶେଷ କିଛି ପାର୍ଥକ୍ୟ ନ ଥାଏ। କ୍ଲୋରୋଫିଲ୍‌ର ମଝିରେ ମ୍ୟାଗ୍ନେସିୟମ୍‌ ଥିବାବେଳେ ରକ୍ତ ଅଣୁର ସଂରଚନାରେ ମଝିରେ ରହିଥାଏ ଲୌହ। ତେଣୁ ଗହମ ଗଛ ଜୁସ୍‌ ବିକଳ୍ପରକ୍ତ ଭାବେ କାର୍ଯ୍ୟ କରିଥାଏ। ତେବେ ଏହା କିଛି ବାୟୋକେମିକାଲ ପ୍ରତିକ୍ରିୟା ଦ୍ୱାରା ସମ୍ଭବ ହୁଏ। ଗହମ ଗଛ ଜୁସ୍‌ ଶରୀରରେ କୋଲେଷ୍ଟରଲ୍‌ସ୍ତର କମାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହାକୁ ସପ୍ତାହରେ ଦୁଇ କିମ୍ବା ତିନି ଥର ସକାଳେ ଖାଲି ପେଟରେ ପିଇଲେ  ହୃଦ୍‌ଘାତ ସମସ୍ୟା ସହିତ ଡାଇବେଟିସ୍‌ ତଥା ବୃକକ ସମସ୍ୟାରୁ ସହଜରେ ମୁକ୍ତି ମିଳିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri