କୋଲେଷ୍ଟରଲ ନିୟନ୍ତ୍ରଣ କରେ ଗ୍ରୀନ୍‌ ମଟର

ଗ୍ରୀନ୍‌ ମଟରରେ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲକଲେ ତାହା ଶରୀରରେ କୋଲେଷ୍ଟରଲକୁ ନିୟନ୍ତ୍ରଣ କରିଥାଏ। ତା’ସହ ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ଏହା ମଧ୍ୟ ଉପକାରୀ ସାବ୍ୟସ୍ତ ହୋଇଥାଏ। ଗ୍ରୀନ୍‌ ମଟରରେ ‘ଭିଟାମିନ୍‌-କେ’ ଭରି ରହିଛି। ତେଣୁ ଏହାକୁ ଖାଇଲେ ଅସ୍ଥି ମଜଭୁତ ହୋଇଥାଏ। ଏଥିରେ ଆଣ୍ଟି ଅକ୍ସିଡାଣ୍ଟ ଭରି ରହିଛି। ହୃଦ୍‌ରୋଗୀ ଏହାକୁ ନିଜ ଖାଦ୍ୟ ତାଲିକାରେ ସାମିଲ କରିପାରନ୍ତି। ଗ୍ରୀନ୍‌ ମଟରରେ ପ୍ରଚୁର ପରିମାଣରେ ଫାଇବର ରହିଛି। ତେଣୁ ଏହାକୁ ଆଲଜିମର୍ସ ରୋଗୀ ଖାଇଲେ ସେମାନଙ୍କ ସ୍ମରଣ ଶକ୍ତିରେ ଉନ୍ନତି ପରିଲକ୍ଷିତ ହୋଇଥାଏ। ଏକ ସଦ୍ୟତମ ଗବେଷଣାରୁ ଆମେରିକୀୟ କ୍ୟାନ୍‌ସର ବିଶେଷଜ୍ଞମାନେ ଜାଣିପାରିଛନ୍ତି ଯେ, ଫୁସ୍‌ଫୁସଜନିତ କ୍ୟାନ୍‌ସର ରୋଗୀ ଏହାକୁ ଖାଇଲେ ଯନ୍ତ୍ରଣାରୁ କେତେକାଂଶରେ ଉପଶମ ଲାଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri