କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌ ଆଦି ଟ୍ରେଡ ୟୁନିୟନ୍‌ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ ମଙ୍ଗଳବାର ସକାଳେ ଏମ୍‌ସିଏଲ୍‌ ଲଖନପୁର ଖେତ୍ରାଧିନ ବେଲପାହାଡ ଓ ଲଖନପୁର ଖୋଲା ମୁହଁ କୋଇଲା ଖଣିର ବିଭିନ୍ନ ଅଞ୍ଚଳରେ ପହଞ୍ଚି ପିକେଟିଙ୍ଗ କରି ବନ୍ଦ କରିଛନ୍ତି । ଫଳରେ କୋଇଲା ଉତ୍ପାଦନ ଓ ପରିବହନ ସମ୍ପୁର୍ଣ୍ଣ ବାଧାପ୍ରାପ୍ତ ହୋଇଛ। କମ୍ପାନୀର କୋଟି କୋଟି ଟଙ୍କା କ୍ଷତି ହୋଇଛି ।

ଉପରୋକ୍ତ ଟ୍ରେଡ୍‌ ୟୁନିୟନ୍‌ ମାନେ ମଙ୍ଗଳବାର ଗୋଟିଏ ଦିନ ବନ୍ଦ ଡାକରା ଦେଇଥିବା ବେଳେ ଅଖିଳ ଭାରତୀୟ ମଜଦୁର ସଂଘ ୫ଦିନ ବନ୍ଦ ଡାକରା ଦେଇଛି । ଏହି ଆନ୍ଦୋଳନ ସୋମବାରରୁ ଆରମ୍ଭ ହୋଇଥିବା ବେଳେ ମଙ୍ଗଳବାର ଏହାର ଦ୍ୱିତୀୟ ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri