Posted inଖେଳ

କୋହଲିଙ୍କ ମ୍ୟାଥ୍‌ ଘର ଶୂନ

ଅନ୍ତର୍ଜାତୀୟ କ୍ରିକେଟରେ ଶତକ ପରେ ଶତକ ଲଗାଇ ଚାଲିଥିବା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସମ୍ପର୍କରେ ଏମିତି ଏକ ରୋଚକ କଥା ରହିଛି, ତାହା ତାଙ୍କ ପ୍ରଶଂସକଙ୍କୁ ଜଣା ନ ଥିବ। ଦିଲ୍ଲୀ ସ୍କୁଲରେ ପଢ଼ୁଥିବାବେଳେ କୋହଲି ମ୍ୟାଥ୍‌ (ଗଣିତ)ରେ ଖୁବ୍‌ ଦ୍ରୁବଳ ଥିଲେ। ତାଙ୍କ ମତରେ କ୍ରିକେଟର ହେବା ପାଇଁ ଏତେ କଷ୍ଟ କରି ନ ଥିଲେ, ଯେତେ ପରିଶ୍ରମ ୧୦ମ ପରୀକ୍ଷାରେ ଗଣିତ ବିଷୟରେ ପାସ ହେବା ଲାଗି କରିଥିଲେ। ଗଣିତରେ ଜଣେ ଅଧିକରୁ ଅଧିକ ୧୦୦ ମାର୍କ ରଖିପାରିବ। କିନ୍ତୁ ମୋତେ ମାତ୍ର ୩ ମିଳୁଥିଲା। ମୁଁ ଏତେ ଭଲ ଥିଲି। କ’ଣ ପାଇଁ ଜଣେ ଗଣିତ ପଢ଼ିବା ଦରକାର ମୋତେ ଜଣା ନାହିଁ। ସ୍କୁଲରେ ଯେଉଁ ଫର୍ମୁଲା ଜାଣିଥିଲି, ସେଗୁଡ଼ିକ ଜୀବନରେ ବ୍ୟବହାର କରି ହୁଏନାହିଁ। ମୁଁ କେବଳ ୧୦ମ ପରୀକ୍ଷାରେ ପାସ ହେବାକୁ ଚାହୁଁଥିଲି। କାରଣ ଏହାପରେ ମୋ ପାଠରେ ଗଣିତ ରହିବ କି ନାହିଁ, ମୁଁ ଚୟନ କରିପାରିଥାନ୍ତି ବୋଲି କୋହଲି ଏକଦା କହିଥିଲେ। ଉଲ୍ଲେଖଥାଉ କି, ତାଙ୍କ ନାମରେ ଏପର୍ଯ୍ୟନ୍ତ ମୋଟ ଉପରେ ୬୮ ଅର୍ନ୍ତଜାତୀୟ ଶତକ ରହିଛି। ଦିନିକିଆ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷରେ ଥିବାବେଳେ ଟେଷ୍ଟରେ ଦ୍ୱିତୀୟ ର଼୍ୟାଙ୍କରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri