Posted inଖେଳ

କୋହଲି ଆହତ

ପୋର୍ଟ ଅଫ୍‌ ସ୍ପେନ,୧୫।୮(ପିଟି)- ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଡାହାଣ ହାତର ବୁଢ଼ା ଆଙ୍ଗୁଳିରେ ଆଘାତ ଲାଗିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଶତକୀୟ ଇନିଂସ ଖେଳିବାବେଳେ ଆଘାତ ଲାଗିଛି। ହେଲେ ଫ୍ରାକଚର ହୋଇନାହିଁ। ଏଣୁ ପ୍ରଥମ ଟେଷ୍ଟ ପୂର୍ବରୁ ସେ ଫିଟ୍‌ ହୋଇଯିବେ ଆଶା କରାଯାଉଛି। ମ୍ୟାଚ୍‌ର ୨୭ତମ ଓଭରରେ କେମାର ରୋଚଙ୍କ ବାଉନ୍ସର ଭାରତୀୟ ଅଧିନାୟକଙ୍କ ଡାହାଣ ହାତ ବୁଢ଼ା ଆଙ୍ଗୁଠିରେ ବାଜିଥିଲା। ଯନ୍ତ୍ରଣା ଅନୁଭବ କରୁଥିବା କୋହଲଙ୍କ ନିକଟକୁ ସଙ୍ଗେସଙ୍ଗେ ଫିଜିଓ ଆସିଥିଲେ। ଆଙ୍ଗୁଠିରେ ସ୍ପ୍ରେ କରିବା ପରେ କୋହଲି ବ୍ୟାଟିଂ ଜାରି ରଖି କ୍ୟାରିୟରର ୪୩ତମ ଶତକ ଅର୍ଜନ କରିଥିଲେ। ଏହା ଫ୍ରାକଚର ବୋଲି ମୁଁ ଭାବୁ ନାହିଁ। ନ ହେଲେ ମୁଁ ଆଉ ବ୍ୟାଟିଂ କରିପାରି ନ ଥାନ୍ତି। ବଲ ନଖ ଉପରେ ବାଜିବାରୁ ପ୍ରବଳ ଯନ୍ତ୍ରଣା ହୋଇଥିଲା। ସୌଭାଗ୍ୟବଶତଃ ଆଙ୍ଗୁଠି ଭାଙ୍ଗି ନାହିଁ। ଏଣୁ ମୁଁ ପ୍ରଥମ ଟେଷ୍ଟ ପୂର୍ବରୁ ଭଲ ହୋଇଯିବି ବୋଲି ମ୍ୟାଚ୍‌ ପରେ କୋହଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri