କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା: ମନ୍ତ୍ରୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆଉ କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା। ଏବେ ଲୋକମାନେ ସଚେତନ ହେବା ଆରମ୍ଭ କଲେଣି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ତେବେ ଆସନ୍ତା ୧୮ରେ ସଡକ ସୁରକ୍ଷା ଓ ଟ୍ରାଫିକ ଜରିମାନା ନେଇ ବୈଠକ ଅନୁଷ୍ଠିତ ହେବ। ଏଥିରେ ଭୁଲ ଜରିମାନା କଟାଯାଉଥିବା ନେଇ ଆଲୋଚନା ହେବ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?