Posted inVideo

କୋହଳ ହେଲା ଶଟ୍‌ଡାଉନ ନିୟମ

Featured Video Play Icon

କରୋନା ପାଇଁ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରତି ଶନିବାର ଓ ରବିବାରକୁ ଶଟ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଏଥିରେ କିଛି ନିୟମକୁ କୋହଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା । ନିଆଳି ଛେନା ଖାଦ୍ୟ ଅନୁପଯୋଗୀ ବୋଲି କହିଛନ୍ତି କେଏମସି ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?