Posted inଜାତୀୟ

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ ଓକାଳିଛନ୍ତି। ସାରା ଦେଶରେ ମୋଦି ହାଓ୍ବା ଏନ୍‌ଡିଏକୁ ବିପୁଳ ବିଜୟ ଆଣିଦେଇଥିବା କୁହାଯାଉଥିବାବେଳେ ବିହାରରେ କୌଣସି ବ୍ୟକ୍ତିଙ୍କ ନାମରେ ଏନ୍‌ଡିଏକୁ ଲୋକେ ଭୋଟ ଦେଇନାହାନ୍ତି ବୋଲି ଜେଡିୟୁ ନେତା ନୀତୀଶ କୁମାର କହିଛନ୍ତି। ବିହାରରେ ଏନ୍‌ଡିଏର ବିଜୟ ହେଉଛି ବିହାରବାସୀଙ୍କ ବିଜୟ। ଏନେଇ କେହି ଭ୍ରମରେ ପଡ଼ିବା ଠିକ୍‌ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି।
ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ପାଟ୍‌ନା ଫେରିବା ପରେ ଗଣମାଧ୍ୟମକୁ ନୀତୀଶ କହିଛନ୍ତି,
କେନ୍ଦ୍ର ସରକାରରେ ଜେଡିୟୁକୁ ଗୋଟିଏ ମନ୍ତ୍ରୀ ପଦ ଦେବାକୁ ସ୍ଥିର ହୋଇଥିଲା। ଆମେ କିନ୍ତୁ ସମାନୁପାତିକ ପ୍ରତିନିଧିତ୍ୱ ଚାହିଁଥିଲୁ। ଏନଡିଏର ପ୍ରତ୍ୟେକ ସହଯୋଗୀ ଦଳକୁ ଗୋଟିଏ ଲେଖାଏ ମନ୍ତ୍ରୀ ପଦ ମିଳିବ ବୋଲି ନିଷ୍ପତ୍ତି ନିଆଯାଇଥିବା ଅମିତ୍‌ ଶାହ କହିଥିଲେ। ଜେଡିୟୁକୁ କେନ୍ଦ୍ରରେ ଗୋଟିଏ ମନ୍ତ୍ରୀ ପଦ ମିଳିବା ଗ୍ରହଣଯୋଗ୍ୟ ନୁହେଁ। ସାଂକେତିକ ନୁହେଁ, ବରଂ ସମାନୁପାତିକ ପ୍ରତିନିଧିତ୍ୱକୁ ମଧ୍ୟ ଗୁୁରୁତ୍ୱ ଦିଆଯିବା ଉଚିତ୍‌ ବୋଲି ନୀତୀଶ କହିଥିଲେ। ହେଲେ ଏହାକୁ ଗ୍ରହଣ କରାଯାଇ ନ ଥିଲା। ଶେଷରେ ଜେଡିୟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଓହରିଆସିଲା। ତେବେ ଏନ୍‌ଡିଏର ସହଯୋଗୀ ହୋଇ ଆମେ ରହିଛୁ ବୋଲି ନୀତୀଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିବାବେଳେ ବାର୍‌ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି

ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର…

ଖଣି ବାବୁଙ୍କ କଳାଧନର ଖୋଲୁଛି ଗୁମର: ୪ କୋଟି ଟଙ୍କାରେ କିଣିଲେ…

ଭୁବନେଶ୍ୱର,୨୮ା୨(ତ୍ରିନାଥ ମହାନ୍ତି):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ କଳାଧନର ଗୁମର ଫିଟିବାରେ ଲାଗିଛି। ସାଧାରଣ କର୍ମଚାରୀଙ୍କ…

ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…

ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍‌ । ଖେଳ ସମୟରେ ହଷ୍ଟେଲର ୩…

ଏତେ କୋଟି ଟଙ୍କାର ସୁନା ପିନ୍ଧିଥିଲେ ରଶ୍ମିକା-ବିଜୟ , ମୂଲ୍ୟ ଶୁଣିଲେ ଉଡିଜିବ ହୋସ୍‌

ମୁମ୍ବାଇ: ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର ପର୍ଯ୍ୟନ୍ତ ସମସ୍ତେ ସେମାନଙ୍କୁ ଅଭିନନ୍ଦନ…

ଜିଇବା ପାଇଁ ପିଇବା

ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ…

ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ

ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭…

ଅମଲାତାନ୍ତ୍ରିକ ବିବାଦ

ନିକଟରେ କର୍ନାଟକ ହାଇକୋର୍ଟ ଆଇପିଏସ୍‌ ଅଧିକାରୀ ଡି. ରୂପା ମୁଦଗିଲ୍‌ଙ୍କ ଦ୍ୱାରା ଆଇଏଏସ୍‌ ଅଧିକାରୀ ରୋହିଣୀ ସିନ୍ଧୁରୀଙ୍କ ବିରୋଧରେ ଦାୟର ମାନହାନି ମାମଲାକୁ ରଦ୍ଦ କରିବାକୁ ମନା…

ଶୁକ୍ରୁ, ଶୀଳାଙ୍କୁ ଫାଇନାଲ୍‌ ଚେତାବନୀ ଦେଲେ ଡିଜିପି

ଭୁବନେଶ୍ୱର/ଫୁଲବାଣୀ,୨୮ା୨(ତ୍ରିନାଥ ମହାନ୍ତି/ରାକେଶ କୁମାର ରାଉତ): ମାଓବାଦୀଙ୍କୁ ଡିଜିପି ଓ୍ବାଇ.ବି. ଖୁରାନିଆ ଶୁକ୍ରବାର ଅନ୍ତିମ ଚେତାବନୀ ଦେଇଛନ୍ତି। ହିଂସା ଛାଡ଼ି ଆତ୍ମସମର୍ପଣ କର, ନ ହେଲେ ଏନ୍‌କାଉଣ୍ଟରର ଶିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri