Posted inପୁରୀ

କ୍ବାରାଣ୍ଟାଇନ ସେଣ୍ଟର ବୁଲିଲେ ବିଧାୟକ

ପୁରୀ ଅଫିସ,୨୮ା୪: ପୁରୀ ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ମୁକାବିଲା ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହାର ତଦାରଖ କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ବିଧାୟକ ଷଡ଼ଙ୍ଗୀ ମଙ୍ଗଳବାର ଗୋପୀନାଥପୁର, କାଶୀହରିପୁର, ହରେକୃଷ୍ଣପୁର, ତଳଜଙ୍ଗ ଓ ମାଳତୀପାଟୁପର ପଞ୍ଚାୟତ ଗସ୍ତ କରି କ୍ବାରାଣ୍ଟାଇନ ସେଣ୍ଟର ବୁଲି ଦେଖିଥିଲେ। କ’ଣ ସମସ୍ୟା ରହିଛି ସେ ସମ୍ପର୍କରେ ଦାୟିତ୍ୱରେ ଥିବା ଜିଲାପାଳଙ୍କୁ ପଚାରି ବୁଝିଥିଲେ। ଏଥିସହ ବିଧାୟକ ଷଡ଼ଙ୍ଗୀ ଚନ୍ଦନପୁର ସିଏଚ୍‌ସିକୁ ଯାଇ ସେଠାରେ ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ କରିଥିଲେ। ରୋଗୀଙ୍କୁ କିପରି ଚିକିତ୍ସା ସୁବିଧା ମିଳୁଛି ତାହା ପଚାରି ବୁଝିଥିଲେ। ବିଧାୟକଙ୍କ ସହିତ ସଦର ବିଡିଓ, ବିଧାୟକଙ୍କ ବ୍ଲକ ପ୍ରତିନିଧି ସଚ୍ଚିନ୍ଦ୍ର ନାଥ ବାନାର୍ଜୀ, ଭାଜପା ଚନ୍ଦନପୁର ମଣ୍ଡଳ ସଭାପତି ମନୋରଞ୍ଜନ ପ୍ରଧାନ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri