Posted inଖେଳ

କ୍ରିକେଟରୁ ଅବସର ମିଳିଲେ ପିତାଙ୍କ ସହ ବିଲରେ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ ଦ୍ରୁତ ବୋଲର୍‌ ଉମେଶ ଯାଦବ ୧୯୮୭, ଅକ୍ଟୋବର ୨୫ରେ ଉତ୍ତର ପ୍ରଦେଶର ଦେଓରିଆରେ ଏକ ଗରିବ ଘରେ ଜନ୍ମଗ୍ରହଣ କରିଥିଲେ ଉମେଶ। ତାଙ୍କ ପିତା ନାଗପୁର ନିକଟ ଖାପରଖେଡା ଅଞ୍ଚଳରେ ଥିବା ଓ୍ବେଷ୍ଟର୍ଣ୍ଣ କୋଲ ଲିମିଟେଡ୍‌ର କୋଇଲା ଖଣିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଉମେଶଙ୍କ ପିଲାଦିନ ଏହିଠାରେ ହିଁ କଟିଥିଲା। ପିତାଙ୍କ ଲକ୍ଷ୍ୟ ଥିଲା ଦୁଇ ଝିଅ ଏବଂ ଦୁଇ ପୁଅ ମଧ୍ୟରୁ ଜଣେ କେହି କଲେଜ ମାଟି ମାଡୁ। କିନ୍ତୁ ଏହା ହୋଇପାରି ନ ଥିଲା। ପିଲାଦିନେ ଉମେଶଙ୍କୁ ବହୁ ସଂଘର୍ଷ କରିବାକୁ ପଡିଥିଲା। ଶ୍ରମିକ ଭାବେ ପିତାଙ୍କୁ ଖଟୁଥିବାର ଦେଖି ପୋଲିସ କିମ୍ବା ସେନାରେ ଭର୍ତ୍ତି ହେବାକୁ ଚାହୁଁଥିଲେ ଉମେଶ। କିନ୍ତୁ ୍ର ସାଙ୍ଗଙ୍କ ସହ କ୍ରିକେଟ ଖେଳୁ ଖେଳୁ ଏଥିରେ କ୍ୟାରିୟର ଗଢିବା ପାଇଁ ଚିନ୍ତା କଲେ। ମାତ୍ର ୨୦ ବର୍ଷ ବୟସରେ ସେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସେ ବିଦର୍ଭ ପାଇଁ ରଣଜୀ ଖେଳିବା ଆରମ୍ଭ କରିଥିଲେ। ୨୦୦୮ରେ ତାଙ୍କୁ ଆଇପିଏଲରେ ଦିଲ୍ଲୀ ଡେୟାର ଡେଭିଲ୍ସ ୧୮ ଲକ୍ଷ ଟଙ୍କାରେ କିଣିଥିଲା। ୨୦୧୦ରେ ସେ ଏକଦିବସୀୟ ଏବଂ ୨୦୧୧ରେ ଟେଷ୍ଟରେ ଡେବ୍ୟୁ କରିଥିଲେ। ଆଜିବି କ୍ରିକେଟରୁ ଅବସର ମିଳିରେ ପିତାଙ୍କ ସହ ବିଲରେ କାମ କରନ୍ତି ଉମେଶ। ଏବେ ସେ ଭାରତୀୟ ଦଳର ପ୍ରମୁଖ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri