ଜୋହାନ୍ସବର୍ଗ,୧୯।୧: ଚଳିତ ବର୍ଷ ଅକ୍ଟୋବରରେ ଭାରତରେ ଦିନିକିଆ ବିଶ୍ୱକପ ଖେଳାଯିବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ସେ ସମସ୍ତ ଫର୍ମାଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ୩୯ ବର୍ଷୀୟ ଆମ୍ଲା ତାଙ୍କ କ୍ୟାରିୟରରେ ଏକ ତ୍ରିଶତକ ହାସଲ କରିଛନ୍ତି, କିନ୍ତୁ ବର୍ତ୍ତମାନ ଏହି ଖେଳାଳିଙ୍କୁ ପଡ଼ିଆରେ ଦେଖିବାକୁ ମିଳିବ ନାହିଁ। ଏହି ନିଷ୍ପତ୍ତି ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛି।
ଦକ୍ଷିଣ ଆଫ୍ରିକାର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ହାସିମ ଆମଲା ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଆମଲାଙ୍କ କ୍ୟାରିଅର୍ ପ୍ରାୟ ଦୁଇ ଦଶନ୍ଧି ବ୍ୟାପିଥିଲା। ଏହି ସମୟରେ ସେ ଅନେକ ରେକର୍ଡ ଭାଙ୍ଗିଥିଲେ।
ଆମଲା ତାଙ୍କ କ୍ୟାରିୟରରେ ୩୪,୧୦୪ ରନ ସ୍କୋର କରିଥିଲେ। ଏଥିମଧ୍ୟରୁ ୨୦୦୪ରୁ ୨୦୧୯ ମଧ୍ୟରେ ତାଙ୍କର ୧୨୪ ଟେଷ୍ଟ ମ୍ୟାଚରେ ୯,୨୮୨ ରନ କରିଥିଲେ। ୨୦୧୨ରେ ଆମଲା ଓଭାଲ ଗ୍ରାଉଣ୍ଡରେ ଇଂଲଣ୍ଡ ବିପକ୍ଷରେ ଅପରାଜିତ ୩୧୧ ଖେଳିଥିଲେ। ସେ ନିଜ ଟେଷ୍ଟ କ୍ୟାରିୟରରେ ୨୮ ଶତକ ଏବଂ ୪୧ ଅର୍ଦ୍ଧଶତକ ହାସଲ କରିଥିଲେ। ଟେଷ୍ଟ ଫର୍ମାଟରେ ଦକ୍ଷିଣ ଆଫ୍ରିକା ପାଇଁ ତ୍ରିଶତକ ହାସଲ କରିଥିବା ସେ ମଧ୍ୟ ପ୍ରଥମ ଖେଳାଳି।
ଡର୍ବାନରେ ଜନ୍ମଗ୍ରହଣ କରିଥିବା ହାସିମ ଆମଲା ତାଙ୍କ କ୍ୟାରିୟରରେ ୧୮୧ଟି ଦିନିକିଆ ଏବଂ ୪୪ ଟି-୨୦ ଅନ୍ତର୍ଜାତୀୟ ଖେଳିଥିଲେ। ଦିନିକିଆରେ ସେ ୨୭ ଶତକ ସହିତ ୮୧୧୩ ରନ ସ୍କୋର କରିଥିବାବେଳେ ଅନ୍ତର୍ଜାତୀୟ ଟି-୨୦ ଫର୍ମାଟରେ ସେ ୮ ଅର୍ଦ୍ଧଶତକ ସହ ୧୨୭୭ ରନ ସ୍କୋର କରିଥିଲେ।
ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ
ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…
T20 ବିଶ୍ୱକପ୍ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍ର ଲକ୍ଷ୍ୟ
ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍ ୨୦୨୬ର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍ର ଏକ ବଡ ସ୍କୋର ଛିଡ଼ା…
ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…
ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…
ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…
ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…
Archives

